ବିଦ୍ୟୁତ ପରିପଥର ଆବଶ୍ୟକୀୟ ଉପାଦାନ

ପ୍ରତିରୋଧ – ଏହା ବିଦ୍ୟୁତ ସ୍ରୋତ ର ପ୍ରବାହ କୁ ଅବରୋଧ କରିଥାଏ । ପରିବର୍ତ୍ତିତ ପ୍ରତିରୋଧ – ଏଥିରେ ପ୍ରତିରୋଧକୁ ଆବଶ୍ୟକ ମୂତାବକ ବୃଦ୍ଧି ଓ ହ୍ରାସ କରିବାର ପ୍ରବନ୍ଧ ଥାଏ । ଡାଇଓଡ୍ – ଏହା ବିଦ୍ୟୁତ ସ୍ରୋତକୁ କେବଳ ଗୋଟିଏ ଦିଗରେ ପ୍ରବାହିତ କରିଥାଏ